Genesis 24:56 — Compare Translations
5 translations compared side by side
Odia - 1840
"କିନ୍ତୁ ତାଙ୍କର ଦାସ କହିଲେ, ମାେତେ ଅପେକ୍ଷା କରିବାକୁ କୁହ ନାହିଁ। ସଦାପ୍ରଭୁ ମାରେ ୟାତ୍ରା ସଫଳ କରିଅଛନ୍ତି। ବର୍ତ୍ତମାନ ମାେତେ ମାରେ କର୍ତ୍ତାଙ୍କ ଗୃହକୁ ଫରେିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସେମାନଙ୍କୁ କହିଲା, ମୋତେ ବିଳମ୍ଵ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଦାସ କହିଲେ, “ମୋତେ ଅପେକ୍ଷା କରିବାକୁ କୁହ ନାହିଁ। ସଦାପ୍ରଭୁ ମୋର ଯାତ୍ରା ସଫଳ କରିଅଛନ୍ତି। ବର୍ତ୍ତମାନ ମୋତେ ମୋର କର୍ତ୍ତାଙ୍କ ଗୃହକୁ ଫେରିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।”