Genesis 24:6 — Compare Translations

5 translations compared side by side

Odia - 1840
"ଅବ୍ରହାମ ତାଙ୍କୁ କହିଲେ, ନା ମାରେ ପୁତ୍ରକୁ ସଠାେକୁ ନବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବ୍ରହାମ କହିଲେ, ସାବଧାନ; ମୋʼ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ତାଙ୍କୁ କହିଲେ, “ନା ମୋର ପୁତ୍ରକୁ ସେଠାକୁ ନେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋʼ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋ’ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।”