Genesis 24:60 — Compare Translations
5 translations compared side by side
Odia - 1840
"ଯେତବେେଳେ ରିବିକା ସହେି ସ୍ଥାନ ଛାଡ଼ିଲା ସମାନେେ ତାଙ୍କୁ ଆଶୀର୍ବାଦ କରି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରିବିକାକୁ ଆଶୀର୍ବାଦ କରି କହିଲେ, ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରିବିକା ସେହି ସ୍ଥାନ ଛାଡ଼ିଲେ ସେମାନେ ତାଙ୍କୁ ଆଶୀର୍ବାଦ କରି କହିଲେ, “ଆମ୍ଭର ଭଉଣୀ, ତୁମ୍ଭେ ସହସ୍ର ସହସ୍ର ଲୋକଙ୍କର ମାତା ହୁଅ। ଏବଂ ତୁମ୍ଭର ବଂଶଧରମାନେ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରି ତାଙ୍କର ନଗର ଅଧିକାର କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।”