Genesis 24:61 — Compare Translations
5 translations compared side by side
Odia - 1840
"ଏହାପରେ ରିବିକା ଓ ତାଙ୍କର ସବେୀକା ଓଟଗୁଡ଼ିକ ଉପରେ ଚଢ଼ି ସହେି ମନୁଷ୍ଯର ପେଛ ୟାତ୍ରା କଲେ। ସହେି ଦାସ ରିବିକାକୁ ଘନେି ପ୍ରସ୍ଥାନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ । ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରିବିକା ଓ ତାଙ୍କର ସେବୀକା ଓଟଗୁଡ଼ିକ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ଯାତ୍ରା କଲେ। ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା।