Genesis 24:62 — Compare Translations

5 translations compared side by side

Odia - 1840
"ଇସ୍ହାକ ଦକ୍ଷିଣ ଦେଶ ରେ ବାସ କରିବାରୁ ବରେ-ଲହଯ-ରୋଯୀ ନାମକ ସ୍ଥାନକୁ ୟାଇ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଇସ୍‍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌ସ୍‌ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଇସ୍‌ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଇସ୍‍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା।