Genesis 24:63 — Compare Translations

5 translations compared side by side

Odia - 1840
"ପୁଣି ସଂନ୍ଧ୍ଯା ସମୟରେ ଧ୍ଯାନ କରିବାକୁ କ୍ଷେତ୍ରକୁ ୟାଇଥିଲେ। ଇସ୍ହାକ ଉପରକୁ ଚାହିଁଲା ଦେଖିଲା ଦୂରରୁ ଓଟମାନେ ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସନ୍ଧ୍ୟା ସମୟରେ ଧ୍ୟାନ କରିବାକୁ କ୍ଷେତ୍ରକୁ ଯାଇଥିଲେ। ଇ‌ସ୍‌ହାକ ଉପରକୁ ଗ୍ଭହିଁ ଦେଖିଲେ ଦୂରରୁ ଓଟମାନେ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା।