Genesis 24:64 — Compare Translations
5 translations compared side by side
Odia - 1840
"ରିବିକା ଅନାଇ ଇସ୍ହାକକୁ ଦେଖିଲା, ତା'ପରେ ସେ ଓଟରୁ ଓହ୍ଲାଇ ପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ରିବିକା ଅନାଇ ଇସ୍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିବିକା ଅନାଇ ଇସ୍ହାକଙ୍କୁ ଦେଖିଲେ, ତା’ପରେ ସେ ଓଟରୁ ଓହ୍ଲାଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ରିବିକା ଅନାଇ ଇସ୍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ରିବିକା ଅନାଇ ଇସ୍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା।