Genesis 24:66 — Compare Translations
5 translations compared side by side
Odia - 1840
"ଦାସଟି ଯାହାସବୁ ଘଟିଥିଲା ତାହା ଇସ୍ହାକଙ୍କୁ କହିଲେ। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେହି ଦାସ ଇସ୍ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାସଟି ଯାହାସବୁ ଘଟିଥିଲା ତାହା ଇସ୍ହାକଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେହି ଦାସ ଇସ୍ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେହି ଦାସ ଇସ୍ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା।