Genesis 24:67 — Compare Translations
5 translations compared side by side
Odia - 1840
"ଏହା ପରେ ଇସ୍ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇସ୍ହାକର ସ୍ତ୍ରୀ ହେଲେ। ଇସ୍ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇସ୍ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ଵୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି ସେ ତାହାକୁ ପ୍ରେମ କଲା । ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ଵନା ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ହାକ ସେହି କନ୍ୟାକୁ ତାଙ୍କର ମାଙ୍କ ତମ୍ବୁକୁ ଆଣିଲେ। ସେହି ଦିନ ରିବିକା ଇସ୍ହାକର ସ୍ତ୍ରୀ ହେଲେ। ଇସ୍ହାକ ତାଙ୍କୁ ବହୁତ ପ୍ରେମ କଲେ। ତେଣୁ ଇସ୍ହାକ ତାଙ୍କର ମାଙ୍କର ମୃତ୍ୟୁପରେ ସାନ୍ତ୍ୱନା ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନିଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା। ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।
Odia IRV 2017 (ଓଡିଆ ବାଇବେଲ)
“ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା।” ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା।