Genesis 24:7 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସ୍ବର୍ଗର ପରମେଶ୍ବର ମାେତେ ମାରେ ଜନ୍ମ ସ୍ଥାନରୁ ମାେ ପିତାଙ୍କ ପରିବାର ଏଠାକୁ ଆଣିଛନ୍ତି। ସହେି ସ୍ଥାନ ମାରେପରିବାରମାନଙ୍କ ପାଇଁ ମାରେ ପିତା। କିନ୍ତୁ ସଦାପ୍ରଭୁ ପ୍ରତିଜ୍ଞା କରିଛନ୍ତି, ଏହିଭୂମି ମାରେ ପରିବାର ପାଇଁ ହବେ। ସଦାପ୍ରଭୁ ଜଣେ ତାଙ୍କ ଦୂତଙ୍କୁ ତୁମ୍ଭ ସହିତ ପଠାଇପାରନ୍ତି। ମାରେ ପୁଅ ପାଇଁ ଏକ ସ୍ତ୍ରୀ ଖାଜେି ଆଣିବା ନିମନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଯେଉଁ ସ୍ଵର୍ଗର ସଦାପ୍ରଭୁ ପରମେଶ୍ଵର ମୋତେ ପୈତୃକ ଗୃହ ଓ ଜନ୍ମଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ପୁଣି ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସ୍ୱର୍ଗର ପରମେଶ୍ୱର ମୋତେ ମୋର ଜନ୍ମ ସ୍ଥାନରୁ ମୋ’ ପିତାଙ୍କ ପରିବାର ଏଠାକୁ ଆଣିଛନ୍ତି। ସେହି ସ୍ଥାନ ମୋର ପରିବାରମାନଙ୍କ ପାଇଁ ମୋର ପିତା। କିନ୍ତୁ ସଦାପ୍ରଭୁ ପ୍ରତିଜ୍ଞା କରିଛନ୍ତି, ଏହି ଭୂମି ମୋର ପରିବାର ପାଇଁ ହେବ। ସଦାପ୍ରଭୁ ଜଣେ ତାଙ୍କ ଦୂତଙ୍କୁ ତୁମ୍ଭ ସହିତ ପଠାଇପାରନ୍ତି। ମୋର ପୁଅ ପାଇଁ ଏକ ସ୍ତ୍ରୀ ଖୋଜି ଆଣିବା ନିମନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋʼ ସଙ୍ଗେ ଆଳାପ କରିଅଛନ୍ତି, ‘ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି,’ ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋʼ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।