Genesis 24:8 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ସରେି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତବେେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହବେ। କିନ୍ତୁ ତୁମ୍ଭେ ମାରେ ପୁତ୍ରକୁ ସହେି ସ୍ଥାନକୁ ନିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତା ନୋହିବ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ସେହି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତେବେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହେବ। କିନ୍ତୁ ତୁମ୍ଭେ ମୋର ପୁତ୍ରକୁ ସେହି ସ୍ଥାନକୁ ନିଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ।