Genesis 24:9 — Compare Translations
5 translations compared side by side
Odia - 1840
"ତେଣୁ ସହେି ଦାସ ତାଙ୍କର ମୁନିବଙ୍କ ଜଙ୍ଘ ଛୁଇଁ ଶପଥ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଦାସ ତାଙ୍କର ମୁନିବଙ୍କ ଜଙ୍ଘ ଛୁଇଁ ଶପଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା।