Genesis 25:10 — Compare Translations
5 translations compared side by side
Odia - 1840
"ଯେ ହତେୁ ଅବ୍ରହାମ ହତେୀଯ ସନ୍ତାନମାନଙ୍କ ନିକଟରୁ ସହେି କ୍ଷେତ୍ର କ୍ରଯ କରିଥିଲେ। ସହେି ସ୍ଥାନ ରେ ଅବ୍ରହାମଙ୍କୁ ତାଙ୍କ ସ୍ତ୍ରୀ ସାରାଙ୍କ ସହିତ କବର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଅବ୍ରହାମ ହେତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ । ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ଅବ୍ରହାମ ହେତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କୁ ତାଙ୍କ ସ୍ତ୍ରୀ ସାରାଙ୍କ ସହିତ କବର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।