Genesis 25:11 — Compare Translations

5 translations compared side by side

Odia - 1840
"ଅବ୍ରହାମଙ୍କ ମୃତ୍ଯୁପରେ ପରମେଶ୍ବର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ। ଏବଂ ଇସ୍ହାକ ବରେ-ଲହଯରୋଯୀ ନାମକ ସ୍ଥାନ ରେ ବସତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପରମେଶ୍ଵର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି ଇସ୍‍ହାକ ବେର୍-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କ ମୃତ୍ୟୁପରେ ପରମେଶ୍ୱର ତାଙ୍କର ପୁତ୍ର ଇ‌ସ୍‌ହାକଙ୍କୁ ଆଶୀର୍ବାଦ କଲେ। ଏବଂ ଇ‌ସ୍‌ହାକ ବେର-ଲହୟରୋୟୀ ନାମକ ସ୍ଥାନରେ ବସତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‌ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‌ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍‍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍‍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ।