Genesis 25:12 — Compare Translations

5 translations compared side by side

Odia - 1840
"ଏହା ସାରାର ମିଶରୀଯା ଦାସୀ ହାଗାରର ପୁତ୍ର, ଇଶ୍ମାଯଲଙ୍କେର ପରିବାରର ତାଲିକା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାଏଲର ବଂଶାବଳୀ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସାରାର ମିଶରୀୟା ଦାସୀ ହାଗାରର ପୁତ୍ର, ଇଶ୍ମାଏଲଙ୍କର ପରିବାରର ତାଲିକା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
Odia IRV 2017 (ଓଡିଆ ବାଇବେଲ)
ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।