Genesis 25:13 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ବିଧିପୂର୍ବକ ତାଲିକା ଅନୁସାରେ ନାମ: ଇଶ୍ମାଯଲରେ ଜେଷ୍ଠପୁତ୍ର ନବାଯୋତ୍ ତାହା ଉତ୍ତା ରେ କରଦେ ଓ ଅଦ୍ବଲେ ଓ ମିବ୍ସମ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାଏଲର ସନ୍ତାନମାନଙ୍କ ନାମ ଏହି । ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦର ଓ ଅଦ୍ବେଲ ମିବ୍ସମ୍,
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ବିଧିପୂର୍ବକ ତାଲିକା ଅନୁସାରେ ନାମ: ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍ ତାହା ଉତ୍ତାରେ କେରଦ ଓ ଅ‌ଦ୍‌ବେଲ ଓ ମି‌ବ୍‌ସମ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠ ପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,
Odia IRV 2017 (ଓଡିଆ ବାଇବେଲ)
ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠପୁତ୍ର ନବାୟୋତ୍‍; ତାହା ଉତ୍ତାରେ କେଦାର ଓ ଅଦ୍‍ବେଲ ଓ ମିବ୍‍ସମ୍‍,