Genesis 25:16 — Compare Translations
5 translations compared side by side
Odia - 1840
"ଏହି ସମସ୍ତେ ଇଶ୍ମାଯଲରେ ସନ୍ତାନ, ସମାନଙ୍କେର ଗ୍ରାମ ଓ ଛାଉଣୀ ସ୍ଥାନ ଥିଲା। ସହେି ବାରଜଣ ତାଙ୍କ ଗୋତ୍ରର ରାଜକୁମାର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମସ୍ତେ ଇଶ୍ମାଏଲର ସନ୍ତାନ, ପୁଣି ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ଵାଦଶ ଅଧିପତି ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମସ୍ତେ ଇଶ୍ମାଏଲଙ୍କର ସନ୍ତାନ, ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା। ସେହି ବାର ଜଣ ତାଙ୍କ ଗୋତ୍ରର ରାଜକୁମାର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି-ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।