Genesis 25:17 — Compare Translations

5 translations compared side by side

Odia - 1840
"ଇଶ୍ମାଯଲରେ ଆଯୁ 137 ବର୍ଷ ବଞ୍ଚିଲେ। ଏହାପରେ ସେ ପ୍ରାଣ ତ୍ଯାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଶ୍ମାଏଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଶ୍ମାଏଲ 137 ବର୍ଷ ବଞ୍ଚିଲେ। ଏହା ପରେ ସେ ପ୍ରାଣତ୍ୟାଗ କଲେ। ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ କବର ପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।