Genesis 25:18 — Compare Translations

5 translations compared side by side

Odia - 1840
"ଏହାପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖ ରେ ଶୂରକୁ ଅଶ୍ବରିଯା ଦିଗ ରେ ବସତି କଲେ। ସମାନେେ ନିଜ ନିଜ ପାଖ ରେ ବାସ କଲେ ଏବଂ ଇଶ୍ମାଯଲେ ଆପଣଙ୍କର ବଂଶଧରମାନେ ଭାଇମାନଙ୍କ ସମ୍ମୁଖ ରେ ବସତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ । ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖରେ ଶୂରଠୁ ଅଶୂରିୟା ଦିଗରେ ବସତି କଲେ। ସେମାନେ ନିଜ ନିଜ ପାଖରେ ବାସ କଲେ ଏବଂ ଇଶ୍ମାଏଲ ଆପଣାର ବଂଶଧର ଭାଇମାନଙ୍କ ସମ୍ମୁଖରେ ବସତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା।