Genesis 25:19 — Compare Translations
5 translations compared side by side
Odia - 1840
"ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ ଏହି। ଅବ୍ରହାମ ଇସ୍ହାକଙ୍କୁ ଜନ୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ । ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ହାକଙ୍କର ବଂଶ ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ ଏହି। ଅବ୍ରହାମ ଇସ୍ହାକଙ୍କୁ ଜନ୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;
Odia IRV 2017 (ଓଡିଆ ବାଇବେଲ)
ଅବ୍ରହାମଙ୍କର ପୁତ୍ର ଇସ୍ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍ହାକଙ୍କୁ ଜାତ କଲେ;