Genesis 25:20 — Compare Translations
5 translations compared side by side
Odia - 1840
"ଯେତବେେଳେ ଇସ୍ହାକ ରିବିକାକୁ ବିବାହ କଲେ, ସେ ଚାଳିଶ ବର୍ଷ ଥିଲେ। ୟିଏକି ବଥୁଯଲରେ କନ୍ଯା, ଅରାମୀଯ ପଦ୍ଦନ-ଅରାମୀଯ ଏବଂ ଅରାମୀଯ ଲାବନର ଭୁଗିନୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍-ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁବିବାହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଇସ୍ହାକ ରିବିକାକୁ ବିବାହ କଲେ, ସେତେବେଳେ ତାଙ୍କୁ ଗ୍ଭଳିଶ୍ ବର୍ଷ ହୋଇଥିଲା। ଯିଏ କି ବଥୂୟେଲର କନ୍ୟା, ଅରାମୀୟ ପଦ୍ଦନ୍-ଅରାମୀୟ ଏବଂ ଅରାମୀୟ ଲାବନର ଭଗିନୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।