Genesis 25:21 — Compare Translations
5 translations compared side by side
Odia - 1840
"ଇସ୍ହାକଙ୍କର ସହେି ସ୍ତ୍ରୀ ବନ୍ଧ୍ଯା ହବୋରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲୋ ତିହିଁ ରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
Odia IRV 2017 (ଓଡିଆ ବାଇବେଲ)
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।