Genesis 25:22 — Compare Translations
5 translations compared side by side
Odia - 1840
"ଯେ ଦବେଳେେ ରିବିକା ଗର୍ଭବତୀ ହେଲା, ନିଜ ନିଜ ଭିତ ରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା, ମାେ ପ୍ରତି ଏପରି କାହିଁକି ଘଟିଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରିବିକା ଗର୍ଭବତୀ ହେଲେ, ନିଜ ନିଜ ଭିତରେ ଶିଶୁମାନେ ଛନ୍ଦାଛନ୍ଦି ହେଲେ। ରିବିକା ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲେ, “ମୋ’ ପ୍ରତି ଏପରି କାହିଁକି ଘଟିଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, “ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ?” ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା? ଏପରି କି ହୋଇଥାଏ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।