Genesis 25:23 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ଗର୍ଭ ରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହବେେ। ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହବେ। ପୁଣି ଜେଷ୍ଠ କନିଷ୍ଠର ସବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ। ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ। ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”