Genesis 25:24 — Compare Translations
5 translations compared side by side
Odia - 1840
"ଉପୟୁକ୍ତ ସମୟରେ ରିବିକା ଜାଆଁଳା ପୁତ୍ର ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉପଯୁକ୍ତ ସମୟରେ ରିବିକା ଯାଆଁଳା ପୁତ୍ର ଜନ୍ମ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପ୍ରସବକାଳ ସମ୍ପୂର୍ଣ୍ଣ ହୁଅନ୍ତେ, ତାହାର ଗର୍ଭରୁ ଯାଆଁଳା ପୁତ୍ର ଜନ୍ମିଲେ।