Genesis 25:26 — Compare Translations
5 translations compared side by side
Odia - 1840
"ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବଯସ ରେ ଏହି ୟାଆଁଳା ପୁତ୍ର ଜନ୍ମ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଣୁକରି ତାହାର ନାମ ଯାକୁବ (ପଦାପହାରକ) ଦିଆଗଲା । ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।