Genesis 25:27 — Compare Translations

5 translations compared side by side

Odia - 1840
"ଏହାପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗଯା ରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ଯ ବ୍ଯକ୍ତି ତମ୍ବୁ ରେ ବାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି ଯାକୁବ ମୃଦୁମନୁଷ୍ୟ ଓ ତମ୍ଵୁବାସୀ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗୟାରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ୟ ତମ୍ବୁରେ ବାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା।