Genesis 25:3 — Compare Translations
5 translations compared side by side
Odia - 1840
"ସେ ୟକ୍ଷନ୍ ଶିବା ଓ ଦଦାନକୁ ଜନ୍ମ ଦଲୋ। ଦଦାନ ପୁତ୍ରମାନେ ଥିଲେ, ଅଶୂରୀଯ, ଲଟୂଶୀଯ ଓ ଲିଯସ୍ମୀଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଯକ୍ଷନ୍ ଶିବା ଓ ଦଦାନ୍କୁ ଜାତ କଲା । ଦଦାନ୍ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜନ୍ମ ଦେଲା। ଦଦାନର ପୁତ୍ରମାନେ ହେଲେ, ଅଶୂରୀୟ, ଲଟୂଶୀୟ ଓ ଲିୟମ୍ମୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ସେହି ଯକ୍ଷନ୍ ଶିବା ଓ ଦଦାନକୁ ଜାତ କଲା। ଦଦାନ ଅଶୂରୀୟ ଓ ଲଟୂଶୀୟ ଓ ଲୀୟମ୍ମୀୟ ଲୋକମାନଙ୍କର ଆଦିପୁରୁଷ।