Genesis 25:31 — Compare Translations
5 translations compared side by side
Odia - 1840
"କିନ୍ତୁ ଯାକୁବ କହିଲା, ଆଜି ତୁମ୍ଭେ ମତେ ଆପଣାର ପ୍ରଥମଜାତ ପୁତ୍ର ଅଧିକାର ବିକ୍ରଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯାକୁବ କହିଲା, ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବ କହିଲେ, “ଆଜି ତୁମ୍ଭେ ମୋତେ ଆପଣାର ପ୍ରଥମଜାତ ପୁତ୍ର ଅଧିକାର ବିକ୍ରୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯାକୁବ କହିଲା, “ଆଜି ତୁମ୍ଭେ ମୋତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟ କର।”