Genesis 25:33 — Compare Translations

5 translations compared side by side

Odia - 1840
"କିନ୍ତୁ ଯାକୁବ କହିଲା, ପ୍ରଥମେ ତୁମ୍ଭେ ମାେତେ ଦବୋ ପାଇଁ ପ୍ରତିଜ୍ଞା କର। ତେଣୁ ସେ ପ୍ରତିଜ୍ଞା କଲା। ଏବଂ ତାଙ୍କର ଜେଷ୍ଠତା ତାଙ୍କୁ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାକୁବ କହିଲା, ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର; ତହିଁରେ ସେ ତାହା ନିକଟରେ ଶପଥ କଲା; ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାକୁବ କହିଲେ, “ପ୍ରଥମେ ତୁମ୍ଭେ ମୋତେ ଦେବା ପାଇଁ ପ୍ରତିଜ୍ଞା କର।” ତେଣୁ ସେ ପ୍ରତିଜ୍ଞା କଲେ। ଏବଂ ତାଙ୍କର ଜ୍ୟେଷ୍ଠତା ତାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
Odia IRV 2017 (ଓଡିଆ ବାଇବେଲ)
ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।