Genesis 25:34 — Compare Translations
5 translations compared side by side
Odia - 1840
"ଏହାପରେ ଯାକୁବ ଏଷୌକୁ ରୋଟି ଏବଂ ମସୁରଡ଼ାଲି ରାନ୍ଧି ଖାଇବାକୁ ଦଲୋ ଓ ସେ ସ୍ଥାନ ପରିତ୍ଯାଗ କଲା। ଏହିପରି ଏଷୌ ନିଜର ଜେଷ୍ଠ ଭ୍ରାତାର ଅଧିକାର ବିଷଯ ରେ ପୁନର୍ବାର ଭାବିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାକୁବ ଏଷୌକୁ ରୋଟୀ ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା । ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାକୁବ ଏଷୌକୁ ରୋଟୀ ଏବଂ ମସୁରଡାଲି ରାନ୍ଧି ଖାଇବାକୁ ଦେଲେ ଓ ସେ ସ୍ଥାନ ପରିତ୍ୟାଗ କଲେ। ଏହିପରି ଏଷୌ ନିଜର ଜ୍ୟେଷ୍ଠ ଭ୍ରାତାର ଅଧିକାର ବିଷୟରେ ପୁନର୍ବାର ଭାବିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।