Genesis 25:4 — Compare Translations

5 translations compared side by side

Odia - 1840
"ମିଦିଯନର ସନ୍ତାନ ଐଫା ଓ ଏଫର ଓ ହନୋକ ଅବୀଦ ଓ ଇଲଦାଯା ଏହି ସମସ୍ତେ କଟୂରାର ସାନ୍ତାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ୍ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ମିଦିୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଅବୀଦ ଓ ଇଲଦାୟା ଏହି ସମସ୍ତେ କଟୂରାର ସନ୍ତାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ମିଦୀୟନର ସନ୍ତାନ ଐଫା ଓ ଏଫର ଓ ହନୋକ ଓ ଅବୀଦ ଓ ଇଲଦାୟା; ଏସମସ୍ତେ କଟୂରାର ସନ୍ତାନ।