Genesis 25:5 — Compare Translations

5 translations compared side by side

Odia - 1840
"ଅବ୍ରହାମ ମରିବା ପୂର୍ବରୁ ସେ ତାଙ୍କର ଦାସୀ ପୁତ୍ରମାନଙ୍କୁ କିଛି ଉପହାର ଦେଲେ ଏବଂ ପୂର୍ବ ଦିଗକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ଇସ୍‍ହାକକୁ ଆପଣାର ସର୍ବସ୍ଵ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ମରିବା ପୂର୍ବରୁ ସେ ତାଙ୍କର ଦାସୀପୁତ୍ରମାନଙ୍କୁ କିଛି ଉପହାର ଦେଲେ ଏବଂ ପୂର୍ବ ଦିଗକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ଇସ୍‌ହାକକୁ ଆପଣାର ସର୍ବସ୍ୱ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ଇସ୍‍ହାକକୁ ଆପଣାର ସର୍ବସ୍ୱ ଦେଲେ।