Genesis 25:6 — Compare Translations
5 translations compared side by side
Odia - 1840
"ଅବ୍ରହାମ ମୃତ୍ଯୁ ପୂର୍ବରୁ ସେ ଦାମୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସହେି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶ ରେ ରହିବାକୁ ବିଦାଯ କଲେ। ସେ ସମାନଙ୍କେୁ ଇସ୍ହାକଠାରୁ ହୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇସ୍ହାକକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବ୍ରହାମ ଉପପନିୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ମୃତ୍ୟୁ ପୂର୍ବରୁ ସେ ଦାସୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସେହି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। ସେ ସେମାନଙ୍କୁ ଇସ୍ହାକଠାରୁ ଦୂରକୁ ପଠାଇଲେ। ତା’ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇସ୍ହାକଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।