Genesis 25:8 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ଯୁବରଣ କଲେ। ସେ ଅନକେ ବର୍ଷ ପର୍ୟ୍ଯନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁହୋଇ ପ୍ରାଣତ୍ୟାଗ କଲେ; ଆଉ, ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବ୍ରହାମ ଦୁର୍ବଳ ଦେଲେ ଓ ମୃତ୍ୟୁବରଣ କଲେ। ସେ ଅନେକ ବର୍ଷ ପର୍ଯ୍ୟନ୍ତ ବଞ୍ଚିଲେ। ସେ ଆପଣା ଲୋକମାନଙ୍କ ସହିତ କବର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।