Genesis 25:9 — Compare Translations
5 translations compared side by side
Odia - 1840
"ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଯଲେ ମମ୍ରିର ନିକଟରେ ହତେୀଯ ସହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପଲୋ ନାମକ ଗୁହା ରେ ତାହାଙ୍କୁ କବର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଏଲ ମମ୍ରିର ସମ୍ମୁଖରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାଏଲ ମମ୍ରିର ନିକଟରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାହାଙ୍କୁ କବର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।