Genesis 26:1 — Compare Translations

5 translations compared side by side

Odia - 1840
"ଥରେ ଅବ୍ରହାମଙ୍କର ସମୟରେ ଦୁର୍ଭିକ୍ଷ ହାଇେଥିଲା। ସହେି ଦେଶ ରେ ଆଉ ସହେିଭଳି ଏକ ଦୁର୍ଭିକ୍ଷ ଦଖାଦେବୋରୁ ଇସ୍ହାକ ଗରାର ରେ ପଲେଷ୍ଟୀୟମାନଙ୍କ ରାଜା ଅବିମଲକେ ନିକଟକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌ସ୍‌ହାକ ଅବିମେଲକକୁ ମିଛ କହିଲେ ଥରେ ଅବ୍ରହାମଙ୍କର ସମୟରେ ଦୁର୍ଭିକ୍ଷ ହୋଇଥିଲା। ସେହି ଦେଶରେ ଆଉ ସେହିଭଳି ଏକ ଦୁର୍ଭିକ୍ଷ ଦେଖାଦେବାରୁ ଇ‌ସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‌ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍‍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ।