Genesis 26:10 — Compare Translations

5 translations compared side by side

Odia - 1840
"ଅବିମଲକେ କହିଲା, ତୁମ୍ଭେ ଆମ୍ଭକୁ ଖରାପ ବ୍ଯବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଂଗ ରେ ଅନ୍ଯାଯାସ ରେ ଶଯନ କରି ଥାଆନ୍ତା। ତାହାହେଲେ ସେ ପାପରେ ଭାଗିଦାର ହାଇେଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବିମେଲକ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଅବିମେଲକ କହିଲେ, “ତୁମ୍ଭେ ଆମ୍ଭକୁ ଖରାପ ବ୍ୟବହାର କଲ। ଯଦି କୌଣସି ଲୋକ ତୁମ୍ଭ ସ୍ତ୍ରୀ ସଙ୍ଗରେ ଅନାୟାସରେ ଶୟନ କରି ଥା’ନ୍ତା। ତାହାହେଲେ ସେ ପାପର ଭାଗୀଦାର ହୋଇଥା’ନ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅବିମେଲକ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ ଏ କି ବ୍ୟବହାର କଲ? କୌଣସି ଲୋକ ତୁମ୍ଭ ଭାର୍ଯ୍ୟା ସଙ୍ଗେ ଅନାୟାସରେ ଶୟନ କରି ପାରନ୍ତା, ତାହାହେଲେ ତୁମ୍ଭେ ଆମ୍ଭମାନଙ୍କୁ ଦୋଷଗ୍ରସ୍ତ କରନ୍ତ।”