Genesis 26:11 — Compare Translations
5 translations compared side by side
Odia - 1840
"ତେଣୁ ଅବିମଲକେ ସମସ୍ତ ଲୋକଙ୍କୁ ଚତାବେନି ଦଇେ କହିଲେ, ସେ କହିଲେ, କୌଣସି ଲୋକ ସହେି ଲୋକ ଓ ତାଙ୍କର ସ୍ତ୍ରୀଙ୍କୁ ଛୁଇଁବ ନାହିଁ। ଯଦି କୌଣସି ଲୋକ ଏପରି କରେ ତବେେ ତାକୁ ମୃତ୍ଯୁ ଦଣ୍ଡ ଦିଆୟବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, ଯେ କେହି ସେହି ମନୁଷ୍ୟକୁ କିଅବା ତାହାରଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ତ ଅବଶ୍ୟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବିମେଲକ ସମସ୍ତ ଲୋକଙ୍କୁ ଚେତାବନି ଦେଇ କହିଲେ, “କୌଣସି ଲୋକ ସେହି ଲୋକ ଓ ତାଙ୍କର ସ୍ତ୍ରୀଙ୍କୁ ଛୁଇଁବ ନାହିଁ। ଯଦି କୌଣସି ଲୋକ ଏପରି କରେ ତେବେ ତାକୁ ମୃତ୍ୟୁଦଣ୍ଡ ଦିଆଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେକେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବିମେଲକ ସବୁ ଲୋକଙ୍କୁ ଏହି ଆଜ୍ଞା ଦେଲେ, “ଯେ କେହି ସେହି ମନୁଷ୍ୟକୁ କିଅବା ତାହାର ଭାର୍ଯ୍ୟାକୁ ସ୍ପର୍ଶ କରିବ, ତାହାର ପ୍ରାଣଦଣ୍ଡ ଅବଶ୍ୟ ହେବ।”