Genesis 26:13 — Compare Translations
5 translations compared side by side
Odia - 1840
"ଇସ୍ହାକ ପାଇବାକୁ ଲାଗିଲେ। ଅଧିକରୁ ଅଧିକ ଧନୀ ହେଲେ ୟୋ ପର୍ୟ୍ଯନ୍ତ ସେ ଅଧିକ ଧନଶାଳୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ୍ ହେଲେ
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ହାକ ବୃଦ୍ଧି ପାଇବାକୁ ଲାଗିଲେ। ଅଧିକରୁ ଅଧିକ ଧନୀ ହେଲେ ଯେପର୍ଯ୍ୟନ୍ତ ସେ ଅଧିକ ଧନଶାଳୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ ହେଲେ
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସେ ବର୍ଦ୍ଧିଷ୍ଣୁ ହେଲେ, ପୁଣି, ସେ ଆହୁରି ଆହୁରି ବୃଦ୍ଧି ପାଇ ଅତି ମହାନ୍ ହେଲେ