Genesis 26:14 — Compare Translations
5 translations compared side by side
Odia - 1840
"ତାଙ୍କର ପଲପଲ ମଷେ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଇର୍ଷା କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ପଲ ପଲ ମେଷ, ପଶୁପଲ ଏବଂ ଦାସ ଥିଲେ। ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଏବଂ ତାଙ୍କର ମେଷଧନ ଓ ଗୋଧନ, ପୁଣି, ଅନେକ ଦାସଦାସୀ ହେଲେ; ତେଣୁ ପଲେଷ୍ଟୀୟ ଲୋକମାନେ ତାଙ୍କ ପ୍ରତି ଈର୍ଷା କରିବାକୁ ଲାଗିଲେ।