Genesis 26:16 — Compare Translations
5 translations compared side by side
Odia - 1840
"ଏହାପରେ ଅବିମଲକେ ଇସ୍ହାକଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର। ଯେ ହତେୁ ତୁମ୍ଭେ ଆମ୍ଭମାନଙ୍କଠାରୁ ବଳବାନ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବିମେଲକ ଇସ୍ହାକଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବିମେଲକ ଇସ୍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର। ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ବଳବାନ ହୋଇଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବିମେଲକ ଇସ୍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବିମେଲକ ଇସ୍ହାକଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ନିକଟରୁ ପ୍ରସ୍ଥାନ କର, ଯେହେତୁ ତୁମ୍ଭେ ଆମ୍ଭମାନଙ୍କଠାରୁ ଅଧିକ ବଳବାନ ହୋଇଅଛ।”