Genesis 26:17 — Compare Translations
5 translations compared side by side
Odia - 1840
"ତେଣୁ ସହେି ସ୍ଥାନ ପିରତ୍ଯାଗ କରି ଗରାର େଛାଟ ନଦୀ ନିକଟରେ ଛାଉଣୀ ପକାଇଲେ। ଇସ୍ହାକ ସହେିଠା ରେ ରହି ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ଵୁ ସ୍ଥାପନ କରି ସେହିଠାରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ସ୍ଥାନ ପରିତ୍ୟାଗ କରି ଗରାରର ଛୋଟ ନଦୀ ନିକଟରେ ଛାଉଣି ପକାଇଲେ। ଇସ୍ହାକ ସେହିଠାରେ ରହି ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ହାକ ସେହି ସ୍ଥାନରୁ ଯାତ୍ରା କରି ଗରାର ଉପତ୍ୟକାରେ ତମ୍ବୁ ସ୍ଥାପନ କରି ସେହିଠାରେ ବାସ କଲେ।