Genesis 26:18 — Compare Translations

5 translations compared side by side

Odia - 1840
"ଇସ୍ହାକ ପୂନର୍ବାର ସହେି କୂପମାନ ଖୋଳାଇଲେ, ଯାହା ପଲେଷ୍ଟୀୟଙ୍କ ଦ୍ବାରା ପୋତା ୟାଇଥିଲା। ଯେଉଁ କୂପଗୁଡ଼ିକ ତାଙ୍କ ପିତା ବଞ୍ଚିଥିଲା ବେଳେ ଖୋଳା ୟାଇଥିଲା। ସେ ସହେି ନାମ ବ୍ଯବହାର କଲେ, ଯାହା ତାଙ୍କ ପିତା ବ୍ଯବହାର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେ ସମସ୍ତ ଇସ୍‍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌ସ୍‌ହାକ ପୂନର୍ବାର ସେହି କୂପମାନ ଖୋଳାଇଲେ, ଯାହା ପଲେଷ୍ଟୀୟଙ୍କ ଦ୍ୱାରା ପୋତା ଯାଇଥିଲା। ଯେଉଁ କୂପଗୁଡ଼ିକ ତାଙ୍କ ପିତା ବଞ୍ଚିଥିଲା ବେଳେ ଖୋଳା ଯାଇଥିଲା। ସେ ସେହି ନାମ ବ୍ୟବହାର କଲେ, ଯାହା ତାଙ୍କ ପିତା ବ୍ୟବହାର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‌ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍‍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ।