Genesis 26:19 — Compare Translations
5 translations compared side by side
Odia - 1840
"ଆଉ ଇସ୍ହାକଙ୍କର ଦାସମାନେ ସହେି ଉପତ୍ୟକା ଖାେଳି ସୋର୍ତାବାହି କୂପ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଇସ୍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ହାକଙ୍କର ଦାସମାନେ ସେହି ଉପତ୍ୟକା ଖୋଳି ସ୍ରୋତବାହୀ କୂପ ପ୍ରାପ୍ତ ହେଲେ।