Genesis 26:2 — Compare Translations
5 translations compared side by side
Odia - 1840
"ସେତବେେଳେ ସଦାପ୍ରଭୁ ଇସ୍ହାକକୁ କହିଲେ, ତୁମ୍ଭେ ମିଶର ଦେଶକୁ ୟାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସଠାେରେ ବାସ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ଇସ୍ହାକକୁ କହିଲେ, “ତୁମ୍ଭେ ମିଶର ଦେଶକୁ ଯାଅ ନାହିଁ। ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ତୁମ୍ଭେ ମିସର ଦେଶକୁ ଯାଅ ନାହିଁ; ଆମ୍ଭେ ତୁମ୍ଭକୁ ଯେଉଁ ଦେଶ କହିବା, ସେଠାରେ ବାସ କର।