Genesis 26:20 — Compare Translations

5 translations compared side by side

Odia - 1840
"ତହିଁରେ ଗରାର ଦେଶୀଯ ପଶୁପାଳକମାନେ ଇସ୍ହାକଙ୍କ ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, ଏହି ଜଳ ଆମ୍ଭମାନଙ୍କର ଏଣୁ ସମାନେେ ସହେି କୂପର ନାମ ଏଷକ ରଖିଲେ। ଯେ ହତେୁ ତାଙ୍କ ସହିତ ସମାନେେ ବିବାଦ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, ଏହି ଜଳ ଆମ୍ଭମାନଙ୍କର; ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇ‌ସ୍‌ହାକଙ୍କ ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର” ଏଣୁ ସେମାନେ ସେହି କୂପର ନାମ ଏଷକ ରଖିଲେ। ଯେହେତୁ ତାଙ୍କ ସହିତ ସେମାନେ ବିବାଦ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‌ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ “ଏଷକ” (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଗରାରଦେଶୀୟ ପଶୁପାଳକମାନେ ଇସ୍‍ହାକଙ୍କର ପଶୁପାଳକମାନଙ୍କ ସହିତ ବିବାଦ କରି କହିଲେ, “ଏହି ଜଳ ଆମ୍ଭମାନଙ୍କର,” ଏଣୁ ସେ ସେହି କୂପର ନାମ ଏଷକ (ବିବାଦ) ରଖିଲେ, ଯେହେତୁ ସେମାନେ ତାଙ୍କ ସହିତ ବିବାଦ କଲେ।