Genesis 26:22 — Compare Translations
5 translations compared side by side
Odia - 1840
"ପୁଣି ସେ ସଠାରୁେ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖାେଳିଲେ। ତହିଁ ନିମିତ୍ତ ସମାନେେ ବିବାଦ ନକରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ୟଥେଷ୍ଟ ସ୍ଥାନ ଦଇେଛନ୍ତି। ଆମ୍ଭେ ଏହି ଦେଶ ରେ ବୃଦ୍ଧି ପାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ । ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରିହୋବୋତ୍ ରଖିଲେ। “ସଦାପ୍ରଭୁ ଆମ୍ଭଙ୍କୁ ରହିବା ପାଇଁ ଯଥେଷ୍ଟ ସ୍ଥାନ ଦେଇଛନ୍ତି। ଆମ୍ଭେ ଏହି ଦେଶରେ ବୃଦ୍ଧି ପାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, “ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେଠାରୁ ପ୍ରସ୍ଥାନ କରି ଅନ୍ୟ ଏକ କୂପ ଖୋଳିଲେ। ତହିଁ ନିମିତ୍ତ ସେମାନେ ବିବାଦ ନ କରିବାରୁ ତହିଁର ନାମ ରହୋବୋତ୍ (ପ୍ରଶସ୍ତ ସ୍ଥାନ) ରଖିଲେ; କାରଣ ସେ କହିଲେ, ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ଥାନ ଦେଲେ, ଆମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ହେବା।