Genesis 26:25 — Compare Translations
5 translations compared side by side
Odia - 1840
"ତେଣୁ ଇସ୍ହାକ ଏକ ୟଜ୍ଞବଦେୀ ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇସ୍ହାକ ସଠାେରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସଠାେରେ ଏକ କୂପ ଖନନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ । ଅନନ୍ତର ସେ ସେହି ସ୍ଥାନରେ ତମ୍ଵୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ହାକ ଏକ ଯଜ୍ଞବେଦି ସ୍ଥାପନ କରି ସଦାପ୍ରଭୁଙ୍କର ଉପାସନା କଲେ। ଇସ୍ହାକ ସେଠାରେ ତାଙ୍କର ତମ୍ବୁ ପକାଇଲେ। ଏବଂ ତାଙ୍କର ଦାସମାନେ ସେଠାରେ ଏକ କୂପ ଖନନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟାଏ କୂପ ଖୋଳିଲେ।