Genesis 26:29 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭକୁ ଆଘାତ କରି ନ ଥିଲୁ,ତୁମ୍ଭେ ବର୍ତ୍ତମାନ ପ୍ରତିଜ୍ଞା କର ଆମ୍ଭମାନଙ୍କେୁ ତୁମ୍ଭେ ଆଘାତ କରିବ ନାହିଁ। ତୁମ୍ଭକୁ ଶାନ୍ତି ରେ ଆମ୍ଭେ ବିଦା କରିଅଛୁ। ସହେିପରି ତୁମ୍ଭେ ହିଂସା କରିବ ନାହିଁ। ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାତର ପାତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭକୁ ଆଘାତ କରି ନ ଥିଲୁ, ତୁମ୍ଭେ ବର୍ତ୍ତମାନ ପ୍ରତିଜ୍ଞା କର ଆମ୍ଭେମାନଙ୍କୁ ତୁମ୍ଭେ ଆଘାତ କରିବ ନାହିଁ। ତୁମ୍ଭକୁ ଶାନ୍ତିରେ ଆମ୍ଭେ ବିଦା କରିଅଛୁ। ସେହିପରି ତୁମ୍ଭେ ହିଂସା କରିବ ନାହିଁ। ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରି ନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରି ନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେପରି ତୁମ୍ଭକୁ ସ୍ପର୍ଶ କରିନାହୁଁ ଓ ତୁମ୍ଭର ମଙ୍ଗଳ ବିନୁ ଆଉ କିଛି କରିନାହୁଁ, ବରଞ୍ଚ ତୁମ୍ଭକୁ ଶାନ୍ତିରେ ବିଦାୟ କରିଅଛୁ, ସେପରି ତୁମ୍ଭେ ଆମ୍ଭମାନଙ୍କୁ ହିଂସା କରିବ ନାହିଁ; ତୁମ୍ଭେ ତ ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର।”